Masthead

ଆମେ ଆଲୋଚନା କରିବାକୁ ପ୍ରସ୍ତୁତ: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ପ୍ରସଙ୍ଗକୁ ନେଇ ସରଗରମ ରହିଛି ଗୃହ । ସୋମବାର ବି ପାର୍ଲାମେଣ୍ଟରେ ଖୁବଜୋରରେ ହୋଇଛି ହଙ୍ଗାମା । ହଙ୍ଗାମା ପରେ ଗୃହ ମୁଲତବୀ । ଏହି ଘଟଣାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦେଇଛନ୍ତି ବୟାନ । କହିଛନ୍ତି ଲୋକ ଆମେ ଏହାକୁ ନେଇ ଗୃହରେ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ଅଛୁ । ହେଲେ ବିରୋଧୀ ଏହା ଉପରେ କାହିଁକି ଚର୍ଚ୍ଚା କରିବାକୁ ଚାହୁଁନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୁଁ ଏହି ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ବିରୋଧୀଙ୍କୁ ଅନୁରୋଧ କରୁଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ।

ଦେଶ ସତ୍ୟ ଜାଣିବା ଜରୁରୀ । ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ସୋମବାର ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ବିରୋଧୀ ଏମପିମାନେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିବୃତ୍ତି ଦାବି କରି ସ୍ଲୋଗାନ ଦେଇଥିଲେ। ବିରୋଧୀଙ୍କ ବିରୋଧ ସମୟରେ ରାଜ୍ୟ ସଭା ଅଧ୍ୟକ୍ଷ ମୌସୁମୀ ଅଧିବେଶନର ଅବଶିଷ୍ଟ ସମୟ ପାଇଁ ଏଏପି ଏମପି ସଞ୍ଜୟ ସିଂଙ୍କୁ ନିଲମ୍ବିତ କରିଥିଲେ। ଏହାପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲୋକ ସଭାରେ କହିଥିଲେ ଯେ ଆମେ ଗୃହରେ ଆଲୋଚନା ପାଇଁ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା