Masthead

ଖେସାରିଙ୍କୁ ଭାରି ପଡିଲା ଜମି ବିବାଦ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଭୋଜପୁରୀ ଚଳଚ୍ଚିତ୍ର ସୁପରଷ୍ଟାର ଖେସାରି ଲାଲ ଯାଦବ ଅସୁବିଧାରେ ନଜର ଆସିଛନ୍ତି । ଯଦି ଖବରକୁ ଦେଖାଯାଏ, ତେବେ ଅଭିନେତାଙ୍କ ବେକରେ ଗିରଫ ଖଣ୍ଡା ଝୁଲୁଛି । ଖେସରୀଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରାଯାଇଛି । ୨୦୧୯ ଜମି ବିବାଦ ଏବଂ ଚେକ୍ ବାଉନ୍ସ ମାମଲାରେ ଚାପ୍ରା କୋର୍ଟ ଏହି ୱାରେଣ୍ଟ ଜାରି କରିଛନ୍ତି ।

ଭୋଜପୁରୀ ଷ୍ଟାର ଖେସାରିଙ୍କୁ ଭାରି ପଡିଲା ଜମି ବିବାଦ । ଏବେ ବିନା ଜାମିନର ଗିରଫ ୱାରେଣ୍ଟ ପରେ ଚିନ୍ତାରେ ଅଛନ୍ତି ଖେସାରି । ତେବେ ଆଗକୁ ଏହି ବିବାଦ କେତେ ଦିନ ଚାଲିବ ତାହା ସ୍ପଷ୍ଟ ହୋଇନାହିଁ । ଏହି ମାମଲା ପରେ ଖେସାରିଙ୍କ ଫ୍ୟାନ୍ସମାନେ ଦୁଃଖିତ ଥିବା ଜଣାପଡୁଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ