Masthead

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ ଗେଟ୍,୧୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର  (ବଡ଼ ଖବର ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ଆଉ ୪ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରୁ ଜଳ ଭଣ୍ଡାରକୁ ସେକେଣ୍ଡ ପ୍ରତି ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ ଜଳ ପ୍ରବେଶ କରୁଛି ।ବର୍ତ୍ତମାନ ସୁଦ୍ଧା ହୀରାକୁଦର ଜଳ ସ୍ତର ୬୧୪.୦୪ ଫୁଟ ରହିଛି । ଗତ ୨୩ ତାରିଖ ରବିବାର ଦିନ ୫ଟି ଗେଟ୍ ଖୋଲିଥିବା ବେଳେ ଗତକାଲି ୩ଟି ଗେଟ୍ ଖୋଲା ଯାଇଥିଲା । ତେବେ ଆଜି ଆଉ ୪ଟି ଗେଟ ଖୋଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼