ପିଟିପିଟି ମାରିଦେଲେ

ପାଟକୁରା ,(ବଡ଼ ଖବର ବ୍ୟୁରୋ): ସମ୍ପତି ପାଇଁ ସମ୍ପର୍କରେ ଲାଗିଲା ଦାଗ । ବଡ଼ପୁଅକୁ ପିଟିପିଟି ମାରିଦେଲେ ବାପା ଆଉ ଭାଇ । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ସାନଅଢଙ୍ଗାରେ ଘଟିଯାଇଛି ଏଭଳି ଅଭାବନୀୟ ଘଟଣା । ଘରୋଇ କଳି ଓ ଜମିଜମା ବିବାଦକୁ କେନ୍ଦ୍ରକରି ବାପା କାମିନୀ ମିଶ୍ର, ପୁଅ ଲୋକାନାଥ ମିଶ୍ର ମିଶି ବଡ଼ପୁଅ ଉମାକାନ୍ତ ୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁଯାୟୀ ଜମିଜମା ବିବାଦକୁ ନେଇ ମିଶ୍ର ପରିବାରରେ ସବୁବେଳେ ଝଗଡ଼ା ଲାଗି ରହୁଥିଲା । ତେବେ ଏହି କଳହ ଗତକାଲି ଉଗ୍ର ରୂପଧାରଣ କରିଥିଲା । ବାପା ଓ ସାନଭାଇ ମିଶି ଡ଼ଭାଇକୁ ପିଟିପିଟି ମାରିଦେଇଥିଲେ । ଖବର ପାଇ ପାଟକୁରା ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ଉମାକାନ୍ତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘେ୍ାଷଣା କରିଥିଲେ । ବାପପୁଅଙ୍କୁ ପୁଲିସ ଗିରଫ କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ