Masthead

ବିରୋଧୀ ଆଣି ପାରନ୍ତି ଅବିଶ୍ୱାସ ପ୍ରସ୍ତାବ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ମଣିୁପୁର ତାତିକୁ ନେଇ ଆଜି ବି ସରଗରମ ଗୃହ । ଉଭୟ ଗୃହରେ ଲାଗି ରହିଛି ଉତ୍ତେଜନା । ଦିନ ୨ଟା ଯାଏଁ ଲୋକ ଭା ମୁଲତବୀ ରଖାଯାଇଛି । ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିବୃତ୍ତି ସମ୍ପର୍କରେ ବିରୋଧୀ ଦାବି କରିଛନ୍ତି।

ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିପାରନ୍ତି। ସୂଚନାନୁସାରେ ବିରୋଧୀ ଦଳ ‘ଇଣ୍ଡିଆ’ର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମଣିପୁର ପ୍ରସଙ୍ଗକୁ ନେଇ ଗୃହରେ ପ୍ରଧାନମନ୍ତ୍ରୀଙ୍କ ବୟାନ ଦାବିରେ ବିରୋଧୀ ଦୃଢ ଭାବରେ ଠିଆ ହେବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?