Masthead

ଆରଏସଏସର ବରିଷ୍ଠ ପ୍ରଚାରକ ମଦନ ଦାସ ଦେବୀଙ୍କ ପୁଣେ ଠାରେ ହୋଇଛି ଅନ୍ତିମ ସଂସ୍କାର

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ ପ୍ରଚାରକ ମଦନ ଦାସ ଦେବୀଙ୍କ ଅନ୍ତିମ ସଂସ୍କାର ଆଜି ମହାରାଷ୍ଟ୍ରର ପୁଣେ ଠାରେ ଅନୁଷ୍ଠିତ ହୋଇଛି । ୮୧ ବର୍ଷ ବୟସରେ ଗତକାଲି ମଦନ ଦାସ ଦେବୀଙ୍କ ପରଲୋକ ହୋଇଥିଲା । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ବରିଷ୍ଠ ଦଳର ନେତା ମାନେ ମଦନ ଦାସ ଦେବୀଙ୍କ ବିୟୋଗରେ ସମବେଦନା ଜଣାଇଛନ୍ତି । ମଦନ ଦାସ ଦେବୀ ଦୀର୍ଘ ବର୍ଷ ଧରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ରାଷ୍ଟ୍ରୀୟ ସଂଗଠନ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ