Masthead

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ । ହାଇକୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହେବ ବୋଲି ଦିନ ଧାର୍ଯ୍ୟ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ