Masthead

ଆଇଆରସିଟିସିରେ ହୋଇପାରୁନି ବୁକିଂ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମଙ୍ଗଳବାର ସକାଳେ ଟ୍ରେନ ଯୋଗେ ଯାତ୍ରା କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ସାମ୍ନାରେ ଏକ ବଡ ସମସ୍ୟା ଉପୁଜିଥିଲା ।ଯେତେବେଳେ ଆଇଆରସିଟିସି ସାଇଟରୁ ଟିକେଟ ବୁକିଂ କରିବାରେ ଅସୁବିଧା ହୋଇଥିଲା । ଯାତ୍ରୀ ମାନେ ଟିକେଟ ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସେମାନଙ୍କ ଟିକେଟ ବୁକ ହୋଇନଥିଲା । ଅନେକ ଯାତ୍ରୀଙ୍କ ଟଙ୍କା ମଧ୍ୟ କଟାଯାଇଥିଲା ହେଲେ ଟିକେଟ ହୋଇପାରିନଥିଲା । ଏହା ପରେ ବହୁ ସଂଖ୍ୟକ ଲୋକ ସୋସିଆଲ ମିଡିଆରେ ଆଇଆରସିଟିସି ଏବଂ ରେଲୱେକୁ ଟ୍ୟାଗକରି ଅନେକ ଅଭିଯୋଗ ଆଣିଥିଲେ ।ଏହାର ଜବାବରେ ରେଳବାଇ କହିଛି ଯେ କିଛି ବୈଷୟିକି ତ୍ରୁଟି ହେତୁ ଏହି ପ୍ରକାର ର ପରିସ୍ଥିତି ଦେଖାଦେଇଛି । ଶୀଘ୍ର ଏହି ସମସ୍ୟାର ସମାଧାନ ହୋଇଯିବ । ସେ ପର୍ଯ୍ୟନ୍ତ ଯାତ୍ରୀମାନେ ଦିଶା ଚାଟବଟ୍ ମାଧ୍ୟମରେ ଟିକେଟ ବୁକିଂ କରିିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ