Masthead

ପ୍ରଧାନମନ୍ତ୍ରୀଙ୍କୁ ‘ଇଣ୍ଡିଆ ନାମ ପସନ୍ଦ: ମମତା ବାନାର୍ଜୀ

କୋଲକାତା (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିରୋଧୀ ଦଳର ମେଣ୍ଟ ‘ଇଣ୍ଡିଆ’ ନାଁକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି । କହିଛନ୍ତି  ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଇଣ୍ଡିଆ’ ନାମ ପସନ୍ଦ। ସେ କହିଛନ୍ତି ବିଜେପି ବିରୋଧୀ ଦଳ ବିଷୟରେ ଯେତେ ଭୁଲ ଆଲୋଚନା କରିବ, ‘ଇଣିଆ’ ନାଁ ସେତେ ପସନ୍ଦ କରୁଛନ୍ତି ବୋଲି ପ୍ରମାଣିତ ହେବ । ମମତା ଆହୁରି ମଧ୍ୟ କହିଛନ୍ତି ଆମ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ମୁଁ ଭାବୁଛି ସେ ‘ଇଣ୍ଡିଆ’ନାମକୁ ପସନ୍ଦ କରନ୍ତି। ସାଧାରଣ ଲୋକଙ୍କ ପରି ସେ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ