Masthead

ଆଜି ପୁଣି କୋର୍ଟରେ ହାଜର ହେବେ ଗୋପାଳ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ଆଜି ଝାରସୁଗୁଡା ଜିଲ୍ଲା ଦୌରା  ଜଜଙ୍କ କୋର୍ଟରେ ହାଜର ହେବେ । । ଏଥିପାଇଁ ଗତକାଲି ବିଳମ୍ବିତ ରାତିରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୋପାଳକୁ ଚୌଦ୍ୱାର ଜେଲ୍ ରୁ ଝାରସୁଗୁଡା ନିଆଯାଇଛି ।

ଗତ ୧୩ ତାରିଖରେ ଗୋପାଳକୁ ଝାରସୁଗୁଡା ଜେଏମ୍ଏଫ୍ସି କୋର୍ଟରେ ହାଜର କରାଯାଇଥିଲା । ଏହା ପରେ ମାମଲା ଉପର କୋର୍ଟ ତଥା ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ଜିଲ୍ଲା ଜଜଙ୍କ କୋର୍ଟରେ ଗୋପାଳର ପ୍ରଥମ ହାଜିରା ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ