Masthead

ଦୁଇଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଜି ଏହା ଗଭୀର ଅବପାତର ରୂପ ନେବ । ଏହା ପ୍ରଭାବରେ ବଢିବ ବର୍ଷାର ପରିମାଣ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ।

୨୯ ତାରିଖ ଯାଏଁ ଲାଗି ରହିବ ବର୍ଷା । ଏଥିପାଇଁ ଆଜି ୫ଟି ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୭ଟି ଜିଲ୍ଲାକୁ ୟୋଲେୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ନଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ