Masthead

ଓଡିଶା ହାଇକୋର୍ଟରେ ପ୍ରଥମ, ଓଡିଆରେ ରୟ ପ୍ରଦାନ କଲେ ଜଷ୍ଟିସ ସଞ୍ଜୀବ ପାଣିଗ୍ରାହୀ

କଟକ(ବଡ଼ ଖବର ବ୍ୟୁରୋ): ଓଡିଶା ହାଇକୋର୍ଟ ୭୫ତମ ପ୍ରତିଷ୍ଠା ଦିବସ ପାଳନ କରିବା ପୂର୍ବରୁ ଏହା ସହ ଯୋଡି ହୋଇଛି ଆଉ ଏକ ସଫଳତାର ଅଧ୍ୟାୟ । ଓଡିଆରେ ରାୟ ପ୍ରଦାନ କରି ଇତିହାସ ସୃଷ୍ଟି କରିଛନ୍ତି ହାଇକୋର୍ଟ । ଓଡିଆରେ ନିଜର ରାୟ ପ୍ରକାଶ କରିଛନ୍ତି ଜଷ୍ଟିସ ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀ ।

ଓଡିଆ ଭାଷାରେ କୌଣସି ରାୟ ପ୍ରକାଶିତ ହେବାରେ ଏହା ପ୍ରଥମ । ସାଧାରଣରେ ଲୋକମାନେ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟଙ୍କ ରାୟକୁ ବୁଝିବାରେ କଷ୍ଟ ହୋଇଥାଏ । ନିଜ ମାତୃଭାଷାରେ ରାୟ ପ୍ରକାଶିତ ହେଲେ ଏହା ସମସ୍ତଙ୍କୁ ସହଜରେ ବୋଧଗମ୍ୟ ହୋଇପାରିବ । ଏହା ପୂର୍ବରୁ ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୁଡ ବିଭିନ୍ନ ଆଞ୍ଚଳିକ ଭାଷାରେ ରାୟ ପ୍ରକାଶ ଉପରେ ଗୁରୁତ୍ୱ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା