Masthead

‘ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଲୋକେ ହଇରାଣ ହେଉଛନ୍ତି’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ମାଡାମ ପ୍ରେସିଡେଣ୍ଟ । କାରଗିଲ୍ ଦିବସ କଥା କହି ସହିଦଙ୍କୁ ନମନ କରିଥିଲେ । ଏବଂ ଓଡ଼ିଶାର ସହିଦ ମେଜର ପଦ୍ମପାଣି ଆଚାର୍ଯ୍ୟଙ୍କ କଥା କହିଥିଲେ ମାଡାମ ଦ୍ରୌପଦୀ । ଯୁଦ୍ଧରେ ଆତ୍ମ ବଳିଦାନ ଦେଇଥିବା ଅମର ଯୋଦ୍ଧା ମାନଙ୍କୁ ପ୍ରଣାମ ଜଣାଇଥିଲେ ।

ଭାରତମାତାଙ୍କ ସେବାରେ ଆତ୍ମବଳିଦାନ ଦେଇଥିବା ସମସ୍ତ ସୁପୁତ୍ରମାନଙ୍କ ମଧ୍ୟରେ ଓଡ଼ିଶାର ଅନେକ ବୀର ଜନ୍ମମାଟିର ଗୌରବ ବୃଦ୍ଧି କରିଛନ୍ତି । ବୀରମାଟି କଟକକୁ ପ୍ରମାଣ କରିବା ସହ ଉକôଳ ଗୌରବ ମଧୁସୂଦନ, ନେତାଜୀ ସୁଭାଷଙ୍କ କଥା କହିଛନ୍ତି । ହାଇକୋର୍ଟର ଗୌରବର ଗାଥା କହିଛନ୍ତି ରାଷ୍ଟ୍ରପତି । ତ୍ୱରିତ ନ୍ୟାୟକୁ ଗୁରୁତ୍ୱ ଦେଇଛନ୍ତି ମହାମହିମ । ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଲୋକେ ଅନେକ ହଇରାଣ ହେଉଛନ୍ତି । ଅନେକ ଜୀବନ ଜେଲରେ କଟୁଛି । ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତା ମଧ୍ୟ ହତାଶ ହୋଇ ପଡୁଛନ୍ତି ।

ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତା ଓ ନିଦେ୍ର୍ଦାଷଙ୍କୁ ସହାୟ ହେବ ।’ ଏକଥା ଆଗରୁ ମଧ୍ୟ କହିଥିବା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମାଜତ ଅନେକ ବର୍ଗ ମାମଲା ଲଢିବାକୁ ସମର୍ଥ ନୁହଁନ୍ତି । ଦଳିତ ବର୍ଗଙ୍କୁ କିଭଳି ନ୍ୟାୟ ମିଳିବ ସେଥିପ୍ରତି ଗୁରୁତ୍ୱ ଦେବା ଉଚିତ । ଏଥିପାଇଁ ଆଇନ ସହାୟତା ମିଳୁଥିବାରୁ ଧନ୍ୟବାଦ ଦେଉଛି । ଅନେକ ଆଇନଜୀବୀ ବି ମାଗଣା ଆଇନ ସହାୟତା ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା