Masthead

ଲାଞ୍ଚ ନେଲାବେଳେ ଧରାପଡିଲେ ଜେ.ଇ

ଡେଲାଙ୍ଗ(ବଡ଼ ଖବର ବ୍ୟୁରୋ): ଡେଲାଙ୍ଗ ବ୍ଲକ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଦିଗରେ ଚୂଡାନ୍ତ ବିଲ ରିଲିଜ ପାଇଁ ଜଣେ କଣ୍ଟା୍ରକ୍ଟରଙ୍କ ଠାରୁ ଡେଲାଙ୍ଗ ଜେ.ଇ ରଜନୀକାନ୍ତ ମାଝୀ ୩୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଭିଜିଲାନ୍ସ ୩୦,୦୦୦ ଟଙ୍କା ଜବତ କରିବା ସହ ଅଭିଯୁକ୍ତ ଜେ.ଇଙ୍କୁ ୧୮/୨୦୨୩ ଅଣ୍ଡର ସେକ୍ସନ ୭ପିସି ଧାରାରେ ଗିରଫ କରାଯାଇଛି । ରଜନୀକାନ୍ତ ମାଝୀଙ୍କ ୨ଟି ଯାଗାରେ ଚଢାଉ କରିବା ସହ ତଦନ୍ତ ପ୍ରକ୍ରିୟା ଜାରି ରଖିଛନ୍ତି ଭୁବନେଶ୍ୱର ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ