Masthead

ମଣିପୁର ପ୍ରସଙ୍ଗ ନେଇ କଳା ପୋଷାକ ପରିଧାନ କରିବେ ବିରୋଧୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମଣିପୁର ପ୍ରସଙ୍ଗ ନେଇ ହୁଲୁସ୍ତୁଲ ହେଉଛି ଗୃହ । ସଂସଦରେ ଜାରି ରହିଛି ଅଚଳାବସ୍ଥା । ଆଜି ବିରୋଧୀ ଇ-ଣ୍ଡି-ଆ ମେଣ୍ଟର ସମସ୍ତ ସାଂସଦ କଳା ପୋଷାକ ପରିଧାନ କରି ସଂସଦ ଆସିବେ । ସେପଟ କଂଗ୍ରେସ ଏବଂ ଆପ୍ ପକ୍ଷରୁ ସମସ୍ତ ସାଂସଦଙ୍କୁ ହ୍ୱିପ୍ ଜାରି ହୋଇଛି । କଂଗ୍ରେସ ଏହାର ସାଂସଦମାନଙ୍କୁ ହ୍ୱିପ୍ ଜାରି ଆଜି ରାଜ୍ୟସଭାରେ ହାଜର ହେବାକୁ କହିଛି ।

ସେହିପରି ଆପ୍ ମଧ୍ୟ ଦଳର ସମସ୍ତ ରାଜ୍ୟସଭା ସାଂସଦ ଜୁଲାଇ ୨୭ ଓ ୨୮ ତାରିଖରେ ରାଜ୍ୟସଭାରେ ଉପସ୍ଥିତ ରହିବାପାଇଁ ଆପ୍ ହ୍ୱିପ୍ ଜାରି କରିଛି । ଅନ୍ୟପଟେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଗୃହରେ ଉତ୍ତର ରଖନ୍ତୁ ବୋଲି ବିରୋଧୀ ଜିଦରେ ଅଟଳ ଅଛନ୍ତି । ଗତକାଲି ସଂଧ୍ୟାରେ ବିରୋଧୀ ଦଳର ସାଂସଦ ଏକାଠି ହୋଇ ମଣିପୁର ଲୋକଙ୍କ ସମର୍ଥନରେ କ୍ୟାଣ୍ଡେଲ ଜାଳି ପ୍ରତିବାଦ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼