ସାଧାରଣ ଲୋକ ହିଁ ଗଣତନ୍ତ୍ରକୁ ରକ୍ଷା କରିବେ: ଉଦ୍ଧବ ଠାକରେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଗାମୀ ନିର୍ବାଚନକୁ ଆରମ୍ଭ ହୋଇଛି ବୟାନବାଜି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯଦି ବିଜେପି ସରକାର ପୁନର୍ବାର କ୍ଷମତାକୁ ଆସନ୍ତି, ମୁଁ ଭାବୁନାହିଁ ଏଠାରେ ଗଣତନ୍ତ୍ର ବଞ୍ଚିବ।  ସାଧାରଣ ଲୋକ ହିଁ ଗଣତନ୍ତ୍ରକୁ ରକ୍ଷା କରିବେ। ରାଜ୍ୟ ସଭା ସଦସ୍ୟ ତଥା ସାମନାର କାର୍ଯ୍ୟନିର୍ବାହୀ ସଂପାଦକ ସଞ୍ଜୟ ରାଉତଙ୍କ ସହ ଏକ ସାକ୍ଷାତକାରରେ ବିଭିନ୍ନ ପ୍ରସଙ୍ଗ ସହ ମହାରାଷ୍ଟ୍ର ଏବଂ ଭାରତର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’