Masthead

ଦୁଇଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଗୁଜୁରାଟ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜକୋଟ ବିମାନବନ୍ଦର ଉଦଘାଟନ କରିବା ସହ ୮୬୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ । ଏହାପରେ ଅପରାହ୍ନରେ ରାଜକୋଟରେ ପହଞ୍ଚି ବିମାନ ବନ୍ଦର ବୁଲି ଦେଖିବେ ।

ସେହିପରି ଆସନ୍ତାକାଲି ଗାନ୍ଧି ନଗର ମହାତ୍ମା ମଣ୍ଡପରେ ସେମିକନ ଇଣ୍ଡିଆ ୨୦୨୩କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହାସହ ଏକ ସମାବେଶରେ ସମ୍ବୋଧିତ ମଧ୍ୟ କରିବେ । ଶିଳ୍ପ, ଶିକ୍ଷା,ଗବେଷଣା ପ୍ରତିଷ୍ଠାନର ବିଶ୍ୱସ୍ତରୀୟ ନେତୃତ୍ୱଙ୍କୁ ଏକ କରିବା ଉଦ୍ଦେଶ୍ୟରେ ଏହି ସମ୍ମିଳନୀର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ