Masthead

ମହାମହିମଙ୍କ ଓଡ଼ିଶା ଗସ୍ତର ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଶେଷ ଦିନ । ସକାଳ ୯ଟା ୧୫ରେ ରାଜଭବନରେ ଆଦିମ ଜନଜାତି ସମ୍ପ୍ରଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିବେ । ୧୦ଟା ୩୫ରେ ରାଜଭବନରୁ ତମାଣ୍ଡୋ ଅଭିମୁଖେ ବାହାରିବେ ରାଷ୍ଟ୍ରପତି । ପଣେ ଭୁବନେଶ୍ୱର ତମାଣ୍ଡୋ କାର୍ଯ୍ୟକ୍ରମରେ ଦେବେ ଯୋଗ । ତମାଣ୍ଡୋ ବାଲିଆପଡ଼ାରେ ଦି ଇୟର ଅଫ ପଜିଟିଭ୍ ଚେଞ୍ଜ ଥିମ ଲଞ୍ଚ କରିବେ । ଦଶବାଟିଆ ବ୍ରହ୍ମାକୁମାରୀ ସେଣ୍ଟରର ଲାଇଟହାଉସ କମ୍ଲେକ୍ସର କରିବେ ଶିଳାନ୍ୟାସ ।

ବ୍ରାହ୍ମାକୁମାରୀ କେନ୍ଦ୍ରର ବରିଷ୍ଠ ସଦସ୍ୟଙ୍କ ସହ ଆଲୋଚନା କରିବେ । ସେଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ବାଲିପଡ଼ିଆଠାରେ ଆୟୋଜିତ ରାଜ୍ୟସ୍ତରୀୟ ଇୟର ଅଫ୍ ପଜିଟିଭ୍ ଚେଂଜ-୨୦୨୩ ଥିମର ଲୋକାର୍ପଣ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ ଶେଷ ହେବା ପରେ ସେଠାରେ ବ୍ରହ୍ମାକୁମାରୀ ପକ୍ଷରୁ ସ୍ୱତନ୍ତ୍ର ଭୋଜନର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ