Masthead

ସକ୍ରିୟ ରହିଛି ଲଘୁଚାପ,୩୦ ଯାଏଁ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।

ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡା,ଗଜପତି,କଳାହାଣ୍ଡି,ରାୟଗଡା,ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟୋଲୋୱାର୍ଣ୍ଣିଂ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ