Masthead

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ବଡବିଲ(ବଡ଼ ଖବର ବ୍ୟୁରୋ):ବଡବିଲ ରଶ୍ମି ମେଟାଲିକ୍ସରେଲୱେ ସାଇଡିଂକୁ ପ୍ରବେଶ ବେଳେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । ବୁଧବାର ରାତି ପ୍ରାୟ ୯ଟା ସମୟରେ ଏହି ଘଟଣା ଘଟିଥିଲା । ଆଇରନ ଓର ବୋଝେଇ ମାଲବାହୀ ଟ୍ରେନଟି ବଡଜାମଦା ଷ୍ଟେସନ ପାରି ହେବାପରେ ନାଳଦା ଲେବୁଲ କ୍ରସିଂ ଦେଇ ରଶ୍ମି ମେଟାଲିକ୍ସ ରେଲୱେ ସାଇଡିଂକୁ ପ୍ରବେଶ କରୁଥିଲା ।

ଟ୍ରେନଟି ରେଲୱେର ମୁଖ୍ୟ ଟ୍ରାକ ଛାଡିବା ପରେ ରଶ୍ମି ସାଇଡିଂର ଟ୍ରାକ ଧରି କିଛିବାଟ ଯାଇ ଟ୍ରାକରୁ ଇଞ୍ଜିନ ଡି ରେଲ ହୋଇଯାଇଥିଲା । ଫଳରେ ୱାଗନ ଗୁଡିକ ନାଲଦା ଲେବୁଲ କ୍ରସିଂ ଉପରେ ଦୀର୍ଘ ସମୟ ଧରି ଅଟକି ରହିଥିଲା । ପରେ ୱାଗନ ଗୁଡିକୁ ଇଞ୍ଜିନରୁ ଅଲଗା କରି ଫେରାଇ ନିଆଯାଇଥିଲା । ଅନେକ ସମୟଧରି ଘଟଣାସ୍ଥଳରେ ରେଲୱେର କୌଣସି ବରିଷ୍ଠ ଅଧିକାରୀ ପହଞ୍ଚିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ