Masthead

୨୦୨୩ ଫସଲ ବୀମା ଯୋଜନା, ଉପକୃତ ହେବେ ଚାଷୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ରାଜ୍ୟ ସରକାର ୮ଟି ବିଜ୍ଞାପିତ ଫସଲ ପାଇଁ ଚାଷୀମାନଙ୍କର ଫସଲ ବୀମା ପ୍ରିମିୟମ ବହନ କରିବେ । ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣବିଭାଗ ଦ୍ୱାରା ଜାରି ହୋଇଛି ଖରିଫ ଋତୁର ଫସଲ ବୀମା ଯୋଜନା ।

ଏଥିରେ ଅନ୍ତର୍ଭୁକ୍ତ ହୋଇଥିବା ଯୋଜନା ଗୁଡିକ ହେଉଛି ୨ ହେକ୍ଟର ପର୍ଯ୍ୟନ୍ତ ଧାନ, ମକା, ଚିନାବାଦାମ, ମାଣ୍ଡିଆ, କପା, ହରଡ, ଅଦା, ହଳଦୀ ପାଇଁ ବୀମା ଯୋଜନା ଉପଲବ୍ଧ । ଜନସେବା କେନ୍ଦ୍ର ,ବ୍ୟାଙ୍କ ଶାଖା, ବୀମା କମ୍ପାନୀ କାର୍ଯ୍ୟାଳୟ,ବୀମା କମ୍ପାନୀ ଏଜେଣ୍ଟଙ୍କ ମାଧ୍ୟମରେ ପଞ୍ଜୀକରଣ କରନ୍ତୁ । ଅଧିକ ତଥ୍ୟ ପାଇଁ ‘ଆମ କୃଷି’ର ଟୋଲ ଫ୍ରି ନମ୍ବର ୧୫୫୩୩୩କୁ ଯୋଗାଯୋଗ କରନ୍ତୁ । ଫସଲ ବୀମା ଯୋଜନାର ଶେଷ ତାରିଖ ୩୧ ଜୁଲାଇ ୨୦୨୩ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା