Masthead

ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୪ ଫେବୃଆରୀ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଫେବୃଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ଆଜି ଘୋଷଣା କରିଛି ବୋର୍ଡ । ଏହାପରେ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ୧୨ ଦିନ ପର୍ଯ୍ୟନ୍ତ ଚାଲିବ ଖାତାଦେଖା । ପରୀକ୍ଷା ନିମନ୍ତେ ଆସନ୍ତା ଅକ୍ଟୋବର ମାସରେ ହେବ ଫର୍ମପୁରଣ । ମାଟ୍ରିକ ସହ ମଧ୍ୟମା,ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ । ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ