Masthead

ବଦଳିଲା ମହରମ ଛୁଟି ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମୁସଲମାନ ସଂପ୍ରଦାୟର ପର୍ବ ହେଉଛି ମହରମ ପର୍ବ । ଚଳିତ ବର୍ଷ ୨୮ ତାରିଖରେ ପଡୁଥିଲା ମହରମ ଛୁଟି ହେଲେ ରାଜ୍ୟ ସରକାର ୨୮ ତାରିଖ ପରିବର୍ତେ ୨୯ ତାରିଖକୁ ମହରମ ଛୁଟି ରୂପେ ଘୋଷଣା କରିଛନ୍ତି । ମହରମ ଛୁଟି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅବସରରେ ଜୁଲାଇ ୨୯ତାରିଖ ଅର୍ଥାତ ଶନିବାର ଦିନ ସମସ୍ତ ସ୍କୁଲ, କଲେଜ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ