Masthead

ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଛି ପ୍ରଶ୍ନପତ୍ର: ଏସପି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଜେଇଇ ମେନ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୭ ଜଣ ଗିରଫ ହୋଇଛନ୍ତି । ମାଷ୍ଟର ମାଇଣ୍ଡ ବିହାରର ହୋଇଥିବା କୁହାଯାଉଛି । ମାଷ୍ଟରମାଇଣ୍ଡ ବିହାରର ଜଣେ ସରକାରୀ ଅଧିକାରୀ ଅଟନ୍ତି ।

ଲିକ ଘଟଣାକୁ ନେଇ ଓଡିଶା ପଶ୍ଚିମବଙ୍ଗ ସୀମାରୁ ଗତ ୧୬ ତାରିଖରେ ଜଣେ ମହିଳା ସମେତ ୯ ଜଣଙ୍କୁ ଗିରଫ କରିଥିଲା ବାଲେଶ୍ୱର ପୋଲିସ । ପ୍ରିଣ୍ଟିଂ ପ୍ରେସରୁ ପ୍ରଶ୍ନପତ୍ର ଲିକ ହୋଇଥିବା କହିଛନ୍ତି ବାଲେଶ୍ୱର ଏସ୍ପି । ଏନେଇ ପ୍ରିଣ୍ଟିଂ ପ୍ରେସର ଜଣେ କର୍ମଚାରୀ ମଧ୍ୟ ଗିରଫ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା