Masthead

ଆଜିଠାରୁ ନକ୍ସଲଙ୍କ ସହିଦ ସପ୍ତାହ ପାଳନ

ରାଇଘର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ନକ୍ସଲଙ୍କ ସହିଦ ସପ୍ତାହ ପାଳନ ହେବ। ଏନେଇ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର୍ ଓ ବ୍ୟାନର ଦେଖିବକୁ ମିଳିଛି । ସହିଦ ସପ୍ତାହକୁ ଅଧିକରୁ ଅଧିକ ପାଳନ କରିବାକୁ ନିବେଦନ କରିଛନ୍ତି। ଜୁଲାଇ ୨୮ ରୁ ଅଗଷ୍ଟ ୩ ପର୍ୟ୍ୟନ୍ତ ସହିଦ ସପ୍ତାହ ପାଳନ ପାଇଁ ଆହ୍ଵାନ ଦେଇଛନ୍ତି। ସୁରକ୍ଷା ବାହିନୀ ବ୍ୟାନର ପୋଷ୍ଟର ଜବତ କରିବା ସହ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ