Masthead

ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଶୀତଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅଭିନେତ୍ରୀ ଶୀତଲଙ୍କ ସଂଗୀନ ଅଭିଯୋଗ । ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଶୀତଲ । ଅଭିନେତ୍ରୀ ଆଣିଲେ ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ ଅଭିଯୋଗ । ସିନେ ନିର୍ମାତା ଦୟାନିଧି ଦହିମାଙ୍କ ନାଁରେ ଆଣିଲେ ଅଭିଯୋଗ । ସୁଟିଂ ସେଟରେ ଦୟାନିଧି ଗଣ୍ଡଗୋଳ କରୁଥିବା ଅଭିଯୋଗ । କାମ ଦେବା ବଦଳରେ ଦେଉଥିରେ ଶାରୀରିକ ନିର୍ଯାତନା । ଠକେଇ ନିର୍ଯାତନା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ । ପୂର୍ବରୁ ୨୦୨୧ରେ ଥାନାରେ ଅଭିଯୋଗ କରିଥିଲେ ଅଭିନେତ୍ରୀ । କୋର୍ଟର ଆଶ୍ରୟ ନେଲେ ଅଭିନେତ୍ରୀ ଶୀତଲ । କୋର୍ଟ ନିର୍ଦ୍ଦେଶରେ ମାମଲା ରୁଜୁ କଲା ଲକ୍ଷ୍ମୀସାଗର ଥାନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ