Masthead

ଉତ୍ୟକ୍ତ ଗ୍ରାମବାସୀଙ୍କ ଅଭିନବ ପ୍ରତିବାଦ

ବାରିପଦା (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଆଣ୍ଠୁଏ ଲେଖାଏଁ କାଦୁଅ । ଗ୍ରାମ ଭିତରକୁ ଯିବାକୁ ହେଲେ ଆପଣଙ୍କୁ କାଦୁଅରେ ପଶି ଯିବାକୁ ପଡିବ । ଯାହାକୁ ନେଇ ଗ୍ରାମବାସୀ ମାନେ ବାରମ୍ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ପଦକ୍ଷେପ ନ ନେବାରୁ ଗ୍ରାମବାସୀ କଲେ ଅଭିନଵ ପ୍ରତିବାଦ । କପ୍ତିପଦା ବ୍ଲକ ଘୁଣ୍ଟିବଣି ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଘଟଣା । ପାଣ୍ଡୁଛକ ଠାରୁ ଘୁଣ୍ଟିବିଲ କୁ ସଂଯୋଗ କରୁଥିବା ରାସ୍ତାରେ ଏବେ ଆଣ୍ଠୁଏ ଲେଖାଏଁ କାଦୁଅ ।

ଗ୍ରାମର ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଯାଇ ପାରୁ ନାହାନ୍ତି କିମ୍ବା କୌଣସି ରୋଗୀଙ୍କୁ ଡାକ୍ତରଖାନା ନେବା ନିମନ୍ତେ ଆମ୍ବୁଲାନ୍ସ ଗ୍ରାମ ଭିତରୁ ଆସି ପାରୁ ନାହିଁ । ଯାହାକୁ ନେଇ ବାରମ୍ବାର ସରପଞ୍ଚ ଙ୍କ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ କୁ ଜଣାଇଥିଲେ ସୁଦ୍ଧା କେହି ନଜର ନ ଦେବାରୁ ଆଜି ଉତ୍ୟକ୍ତ ଗ୍ରାମବାସୀମାନେ କାଦୁଅ ରାସ୍ତାରେ ଧାନ ତଳି ରୋଇ କରିଛନ୍ତି ପ୍ରତିବାଦ । ଏହାଦ୍ୱାରା ପ୍ରଶାସନ ଚେତିବ ବୋଲି କହିଛନ୍ତି ଗ୍ରାମବାସୀ । ଏହି ରାସ୍ତା ଫଳରେ ସମସ୍ୟାରେ ପଡୁଛନ୍ତି ପଚାଶ ରୁ ଅଧିକ ପରିବାର ଲୋକେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା