‘ଭୋଲା ଶଙ୍କର’ରେ ଧମାଲ କରିବେ ଚିରଞ୍ଜୀବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତେଲଗୁ ସୁପରଷ୍ଟାର ଚିରଞ୍ଜୀବୀଙ୍କ ପ୍ରଶଂସକମାନେ ତାଙ୍କ ଫିଲ୍ମ ‘ଭୋଲା ଶଙ୍କର’କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି । ଏହି ଫିଲ୍ମରେ ଅଭିନେତାଙ୍କୁ ଅନେକ ଆକ୍ସନ କରୁଥିବା ଦେଖିବାକୁ ମିଳିବ । ପ୍ରଶଂସକଙ୍କ ଉତ୍ସାହ ଦେଖି ବର୍ତ୍ତମାନ ଫିଲ୍ମର ନିର୍ମାତାମାନେ ଏହାର ଟ୍ରେଲର ରିଲିଜ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ବାସ୍ତବରେ, ଆରଆରଆର ପରେ ବିଶ୍ୱସ୍ତରୀୟ ତାରକା ହୋଇଥିବା ରାମ ଚରଣ ଏହି ବହୁ ପ୍ରତୀକ୍ଷିତ ‘ଭୋଲା ଶଙ୍କର’ର ଟ୍ରେଲର ରିଲିଜ କରିବାକୁ ଯାଉଛନ୍ତି । ଏହି ଫିଲ୍ମରେ ତାଙ୍କ ପିତା ଚିରଞ୍ଜୀବୀ ମୁଖ୍ୟ ଭୂମିକାରେ ଅଛନ୍ତି । ଏହି ଚଳଚ୍ଚିତ୍ରର ନିଦେ୍ର୍ଦଶନା ଦେଇଛନ୍ତି ମେହେର ରମେଶ । ଫିଲ୍ମର ଟିଜର ଏବଂ ଗୀତ ଗୁଡିକ ଦର୍ଶକଙ୍କୁ ଆକର୍ଷିତ କରୁଛି । ୨୭ ଜୁଲାଇରେ ଫିଲ୍ମର ଟ୍ରେଲର ରିଲିଜ ହେଲା । ଚିରଞ୍ଜୀବୀଙ୍କ ପୁତ୍ର ରାମଚରଣ ସଂଧ୍ୟା ରେ ଟ୍ରେଲରର ରିଲିଜ କରାଇଥିଲେ । ଏହି ରୋମାଞ୍ଚକ ଘୋଷଣା ପ୍ରଶଂସକଙ୍କୁ ଉତ୍ସାହିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’