Masthead

ହାତୀ ଶାବକର ମୃତଦେହ ଉଦ୍ଧାର

କେନ୍ଦୁଝର, (ବଡ଼ କବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଭୂୟାଁ ଜୁଆଙ୍ଗ ପିଢ଼ ରେ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ନଡ଼ାପାଣି ଗ୍ରାମ୍ୟଜଙ୍ଗଲ ନିକଟ ରୁ ଏକ ହାତୀ ଶାବକ ର ମୃତ ଦେହ ଉଦ୍ଧାର ହୋଇଛି । ହାତୀ ଶାବକ ଟି ନଡା ପାଣି ଗ୍ରାମ୍ୟ ଜଙ୍ଗଲ ନିକଟବର୍ତ୍ତୀ ଏକ ବିଲରେ ମଝିରେ ପଡିଥିବାର ଦେଖିବାକୁ ପାଇ ଥିଲେ ଗ୍ରାମବାସୀ । ପରେ ଵନ ବିଭାଗ କୁ ଖବର ଦେଇଥିଲେ ଘଟଣା ସ୍ଥଳରେ ବନ ବିଭାଗ ପହଁଚି ତଦନ୍ତ ଆରମ୍ଭ କରିଛି ହାତୀ ଟିର ଆନୁମାନିକ ବୟସ ୨ ବର୍ଷ ହେବ ବୋଲି ବିଜେପି ରେଞ୍ଜର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା