Masthead

୧୦ ଲକ୍ଷରୁ ଅଧିକ ଟଙ୍କା ଚୋରି କରିଥିଲା ଚାକରାଣୀ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳେଶ୍ୱରରେ ମୁମ୍ବାଇ ପୋଲିସ । ଚୋରି କରି ଫେରାର ଥିବା ମହିଳାଙ୍କୁ ଭୋଗରାଇ ଦେଉଳାରୁ ଗିରଫ କରିଛି ମୁମ୍ବାଇ ପୋଲିସ । ମୁମ୍ବାଇ ଗ୍ରାମଦେବୀ ଥାନା ଅଞ୍ଚଳରେ ଚାକରାଣୀ କାମ କରୁଥିବା ବେଳେ ୧୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଚୋରି କରି ଫେରାର ଥିଲେ ଭୋଗରାଇ ଦେଉଳା ଅଞ୍ଚଳର ବାସନ୍ତି ଦାସ । ଦୀର୍ଘ ୯ ମାସ ଧରି ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ମୁମ୍ବାଇରେ ପୋଲିସ ଖୋଜା ଖୋଜା ପରେ ଭୋଗରାଇ ଥାନା ଦେଉଳା ଅଞ୍ଚଳରୁ ବାସନ୍ତି ଦାସକୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି