Masthead

ଫିଲ୍ମ ‘ଅକେଲି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି ନୁସରତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ); ଅଭିନେତ୍ରୀ ନୁସରତ ଭାରୁଚା ନିଜର ଦମଦାର ଅଭିନୟ ପାଇଁ ଖୁବ ଜଣାଶୁଣା । ସେ ନିଜର ଦୃଢ ଅଭିନୟ ଆଧାରରେ ବଲିଉଡରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସେ ନିଜର ଆଗାମୀ ଫିଲ୍ମ ‘ଅକେଲି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି । ସେ କିଛିଦିନ ପୂର୍ବରୁ ଏହି ଫିଲ୍ମର ସୁଟିଂ ସମାପ୍ତ କରିଛନ୍ତି । ସେ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରି ଏହି ଫିଲ୍ମ ବିଷୟରେ ଜଣାଇଥିଲେ । ନୁସରତଙ୍କ ପ୍ରଶଂସକମାନେ ତାଙ୍କ ବହୁ ପ୍ରତୀକ୍ଷୀତ ଚଳଚ୍ଚିତ୍ରକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି ।

ଏଥି ସହିତ ଫିଲ୍ମର ନିର୍ମାତାମାନେ ଫିଲ୍ମ ‘ଅକେଲି’ର ଟିଜର ରିଲିଜ କରିଦେଇଛନ୍ତି । ଏହା ସହିତ ସେ ଫିଲ୍ମର ରିଲିଜ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ଜୁଲାଇ ୨୮ରେ ଏହି ଫିଲ୍ମର ଟିଜରଟି ରିଲିଜ ହୋଇଥିଲା । ରିପୋର୍ଟ ଅନୁସାରେ ଏହି ଫିଲ୍ମଟି ଅଗଷ୍ଟ ୧୮ରେ ରିଲିଜ ହେବାକୁ ଯାଉଛି । ନୁସରତ ନିଜ ଫିଲ୍ମ ପାଇଁ ଅତ୍ୟନ୍ତ ଉତ୍ସାହିତ ଥିବା ବେଳେ ତାଙ୍କ ଫ୍ୟାନ୍ସମାନଙ୍କୁ ତାଙ୍କ ସହ ଯୋଡି ହୋଇ ରହିବାକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ