Masthead

ଫିଲ୍ମ ‘ଖୁସି’ରେ ଦେଖାଦେବେ ସାମନ୍ତା ଓ ବିଜୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଉଥର ଜଣେ ନାମୀଦାମୀ ଅଭିନେତ୍ରୀ ହେଉଛନ୍ତି ସାମନ୍ତା ରୁଥ ପ୍ରଭୁ । ସେ ନିଜର ସୁନ୍ଦର ଆକ୍ଟିଙ୍ଗ ପାଇଁ ଖୁବ ଜଣାଶୁଣା । ନିକଟରେ ଏକ ଖବର ଆସିଥିଲା ଯେ ଅଭିନେତ୍ରୀ ତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ପାଇଁ ଚଳଚ୍ଚିତ୍ର ଜଗତରୁ ୧ ବର୍ଷ ପାଇଁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ବ୍ୟତୀତ ଅଭିନେତ୍ରୀ ସାମନ୍ତା ଓ ଅଭିନେତା ବିଜୟ ଦେବରାକୋଣ୍ଡା ତାଙ୍କ ଆଗାମୀ ଫିଲ୍ମ ‘ଖୁସି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି ।

ପ୍ରଶଂସକମାନେ ଏହି ଫିଲ୍ମର ରିଲିଜକୁ ନେଇ ଖୁବ ଉତ୍ସାହିତ । ଫିଲ୍ମର ନିର୍ମାତାମାନେ ଜୁଲାଇ ୨୮ରେ ଫିଲ୍ମର ଟାଇଟଲ ଟ୍ରାକ୍ ରିଲିଜ କରିଛନ୍ତି । ଗୀତଟି ରିଲିଜ୍ ହେବା ମାତ୍ରେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି । ଫିଲ୍ମରେ ଜଣେ ସୈନିକ ଏବଂ ଜଣେ ସଧାରଣ ଝିଅର ଲଭଷ୍ଟୋରିକୁ ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ