Masthead

ଯାନ୍ତ୍ରିକ ତ୍ରୁଟି ପାଇଁ ଅଟକିଲା ଟ୍ରେନ, ଅଢେଇ ଘଣ୍ଟା ପରେ ସ୍ୱାଭାବିକ ହେଲା ଚଳାଚଳ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ସଇଁତଳାରେ ଅଟକି ରହିଲା ଇସ୍ପାତ ଟ୍ରେନ୍ । ଯାନ୍ତ୍ରିକ ତ୍ରୁଟି ଯୋଗୁ ସଇଁତଳା ରେଳ ଷ୍ଟେସନରେ ଟିଟିଲାଗଡ଼ -ହାୱାଡା ଇସ୍ପାତ ଏକ୍ସପ୍ରେସ ଅଢେଇ ଘଣ୍ଟା ଯାଏ ଅଟକି ରହିଥିଲା । ସକାଳ ୫.୪୫ ରୁ ୮ ଟା ସମୟ ଅଟକି ରହିଲା ଟ୍ରେନ୍ । ଦୀର୍ଘ ସମୟ ଧରି ଟ୍ରେନ୍ ଅଟକି ରହିବା ଯୋଗୁ ଯାତ୍ରୀ ହନ୍ତସନ୍ତ ହୋଇଥିଲେ । ବଲାଙ୍ଗିରରୁ ଏକ ନୂଆ ଇଞ୍ଜିନ୍ ଗଲା ପରେ ଇସ୍ପାତ ଏକ୍ସପ୍ରେସ ପୁଣି ସ୍ୱାଭାବିକ ଚଳାଚଳ ଆରମ୍ଭ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ