Summer storm.

Torrential rain causing flood.

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୪ ଯାଏଁ ବର୍ଷା ସମ୍ଭାବନା । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା । ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପଣିପାଗ ବିଭାଗ ।୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ପାଣିପାଗ ବିଭାଗର ସୂଚନା ।

 

Leave a Reply

Your email address will not be published. Required fields are marked *