Masthead

ଓଏସଏସସି ୟୁଏଲବି ଆକାଉଟାଂଟ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗ

ଭଦ୍ରକ (ବଡ଼ ଖବର ବ୍ୟୁରୋ):  ପୁଣି ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ପୁଣି ଓଏସଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗ ହେଇଛି । ଓଏସଏସସି ୟୁଏଲବି ଆକାଉଟାଂଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ ।

ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ପରିକ୍ଷାର୍ଥୀମାନେ କରିଛନ୍ତି ବିକ୍ଷୋଭ । ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଆଗରେ ପରୀକ୍ଷାର୍ଥୀଙ୍କ ବିକ୍ଷୋଭ । ଘଟଣାସ୍ଥଳରେ ପରୀକ୍ଷାର୍ଥୀଙ୍କୁ ବୁଝାସୁଝା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା