Masthead

ରାଜ୍ୟପାଳଙ୍କୁ ଭେଟିବା ପାଇଁ ରାଜଭବନରେ ପହଞ୍ଚିଲା ଟିମ ଇଣ୍ଡିଆ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ମଣିପୁର ହିଂସାର ତଦନ୍ତ ପାଇଁ ଇଣ୍ଡିଆ ଟିମ୍‌ ମଣିପୁର ଗସ୍ତରେ ଅଛନ୍ତି। ତେବେ ସେମାନେ ରବିବାର ମଣିପୁର ରାଜ୍ୟପାଳ ଅନୁସୁୟା ଉଇକେଙ୍କୁ ଭେଟିବା ଲାଗି ଇମ୍ଫାଲର ରାଜଭବନରେ ପହଞ୍ଚିଛନ୍ତି। ଏହି ସମୟରେ କଂଗ୍ରେସ ସାଂସଦ ଅଧିର ରଂଜନ ଚୌଧୁରୀ ସାମ୍ବାଦିକମାନଙ୍କ ସହ କଥା ହୋଇଛନ୍ତି।

ଗଣମାଧ୍ୟମ ସହ କଥା ହୋଇ ସେ କହିଛନ୍ତି, ମଣିପୁରରେ ହୋଇଥିବା ହିଂସାକୁ ଅଣଦେଖା କରାଯାଇଛି। ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ ଜଣ ସାଂସଦ ହିଂସା ପ୍ରଭାବିତ ମଣିପୁରର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି । କ୍ୟାମ୍ପରେ ଥିବା ଲୋକଙ୍କ ଦୁଃଖ ବୁଝିଛନ୍ତି । ସେମାନେ ସେଠାକୁ ରାଜନୀତି କରିବାକୁ ନୁହେଁ ବରଂ ସମାଧାନର ବାଟ ଖୋଜିବାକୁ ଆସିଛନ୍ତି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ