Masthead

ବିନା ପୁରୁଷଙ୍କ ସହାୟତାରେ ହଜ୍ ଯାତ୍ରା କଲେ ୪ ହଜାର ମହିଳା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୩୦ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି “ମତେ ବହୁ ସଂଖ୍ୟାରେ ଚିଠି ମିଳିଥିଲା, ଯେଉଁମାନେ ନିକଟରେ ହଜ ଯାତ୍ରା କରି ଆସିଛନ୍ତି । ଏହି ମହିଳାମାନେ ବିନା ମହରମ ହଜ ଯାତ୍ରା ସଂପୂର୍ଣ୍ଣ କରିଛନ୍ତି । ଏମାନଙ୍କ ସଂଖ୍ୟା ୫୦ କି ୧୦୦ ନୁହେଁ ୪ ହଜାର ରହିଛି ।

ଏହା ଏକ ବଡ଼ ପରିବର୍ତ୍ତନ । ପୂର୍ବରୁ ମୁସଲିମ ମହିଳାମାନଙ୍କୁ ପୁରୁଷଙ୍କ ବିନା ହଜ ଯାତ୍ରାରେ ଯିବାକୁ ଅନୁମତି ନଥିଲା । ସାଉଦି ଆରବରେ ବିନା ମହରମ ହଜ ଯାତ୍ରାରେ ଯାଉଥିବା ମହିଳାମାନଙ୍କୁ ସହଯୋଗ କରାଯାଇଥିଲା । ମୁଁ ସାଉଦି ଆରବ ସରକାରଙ୍କୁ ମଧ୍ୟ ଧନ୍ୟବାଦ ଦେବାକୁ ଚାହୁଁଛି ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ