Masthead

ସରକାର କୌଣସି ପଦକ୍ଷେପ ନେଉନାହାନ୍ତି: ଫୁଲୋଦେବୀ ନେତମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମିଳିତ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ ଜଣିଆ ସାଂସଦ ପ୍ରତିନିଧି ଦଳ ମଣିପୁର ଗସ୍ତ କରି ଫେରିଛନ୍ତି । ମଣିପୁର ସ୍ଥିତି ସମୀକ୍ଷା ପରେ ରାଜ୍ୟପାଳଙ୍କୁ ଭେଟିବା ସହ ଏକ ସ୍ମାରକପତ୍ର ଦେଇଛନ୍ତି । ମଣିପୁରର ରିଲିଫ କ୍ୟାମ୍ପ ପରିଦର୍ଶନ କରି ଲୋକଙ୍କ ସହ କଥା ହୋଇଥିଲେ। ଦିଲ୍ଲୀ ଫେରିବା ପରେ କଂଗ୍ରେସ ସାଂସଦ ଫୁଲୋଦେବୀ ନେତମ ମଣିପୁର ପୋଲିସ ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଦୁଇ ଝିଅଙ୍କୁ ବଳାତ୍କାର କରାଯାଇଥିବା ।

ପୀଡିତାମାନେ ମୋତେ କହିଥିଲେ ଯେ ପୋଲିସ ସାମ୍ନାରେ ସେମାନଙ୍କୁ ବଳାତ୍କାର କରାଯାଇଥିଲା । କିନ୍ତୁ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି। ଆମେ ଦାବି କରୁଛୁ ଯେ ଯଥାଶୀଘ୍ର ସେଠାରେ ସ୍ୱାଭାବିକତା ପୁନଃ ସ୍ଥାପିତ ହେବା ଉଚିତ୍ । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଏକ ପ୍ରାମାଣିକ ରିପୋର୍ଟ ପ୍ରସ୍ତୁତ କରି ଗୃହ ସମ୍ମୁଖରେ ଉପସ୍ଥାପନ କରିବୁ। ଆମେ ଦାବି କରୁଛୁ ଯେ ମଣିପୁର ବିଷୟରେ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ସଂସଦକୁ ଆସନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା