Masthead

ଚଳନ୍ତା ଟ୍ରେନରେ ଫାୟାରିଂ, ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଚଳନ୍ତା ଟ୍ରେନ୍‌ରେ ଗୁଳିମାଡ଼। ଜୟପୁର-ମୁମ୍ବାଇ ପାସେଞ୍ଜର ଟ୍ରେନରେ ଗୁଳିମାଡ଼ ହୋଇଛି । ଗୁଳିମାଡ଼ରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆରପିଏଫ ଏଏସଆଇ ସହ ୩ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଟ୍ରେନ ଭିତରେ ଆରପିଏଫ କନଷ୍ଟେବଲ୍‌ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଟ୍ରେନ୍‌ଟି ପାଲଘର ଅତିକ୍ରମ କରିବା ପରେ ଯାତ୍ରୀଙ୍କ ଉପରକୁ କନଷ୍ଟେବଲ ଗୁଳିମାଡ଼ କରିଥିଲେ। କନଷ୍ଟେବଲଙ୍କ ଗୁଳିମାଡ଼ରେ ୩ ଜଣ ଯାତ୍ରୀ ଓ ଜଣେ ଏଏସଆଇଙ୍କ ମୃତ୍ୟୁ ହୋଇଛି। ଫାୟାରିଂ ପରେ କନଷ୍ଟେବଲ ଦହିସର ରେଲ୍‌ୱେ ଷ୍ଟେସନ ନିକଟରେ ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ। ଅଭିଯୁକ୍ତ କନଷ୍ଟେବଲଙ୍କୁ ଅଟକ ରଖାଯିବା ସହ ବନ୍ଧୁକ ଜବତ କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ