Masthead

ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିବ ବର୍ଷା । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ଯାଏଁ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ସତର୍କ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁରକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟ ବିଭିନ୍ନ ଜିଲ୍ଲାରେ ଜାରି ରହିବ ପ୍ରବଳ ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ୧୦୦ ମି.ମି.ରୁ ଅଧିକ ବୃଷ୍ଟିପାତ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ