Masthead

ବଜ୍ରପାତରେ ବାପ ପୁଅ ମୃତ, ଜଳିଗଲା ବାଇକ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବଜ୍ରପାତ ରେ ବାପ ଓ ପୁଅ ମୃତ ଜଳିଗଲା ବାଇକ୍, ଦୁଇ ମୃତକ ହେଲେ ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ପଞ୍ଚାୟତର ଅଙ୍ଗେସ୍ଵରପଡା ଗ୍ରାମର ରାଜ କିଶୋର କାଣ୍ଡି ଓ ପୁଅ ଆଶୁତୋଷ କାଣ୍ଡି। ବାପା ରାଜକିଶୋର କାଣ୍ଡି ଦିନ ମଜୁରିଆ ଭାବେ କାମ କରନ୍ତି କାମ ସାରି ନିଜ ଘରକୁ ଫେରୁଥିବା ବେଳେ ପ୍ରବଳ ଜୋରରେ ବର୍ଷା ହେବାରୁ ପୁଅକୁ ଫୋନ୍ କରି ଡାକିଥିଲେ ତାଙ୍କୁ ନେବା ପାଇଁ। ପୁଅ ଆଷୁତୋଷ ନିଜର ବାଇକ୍ ନେଇ ବାପାଙ୍କୁ ଆଣିବା ପାଇଁ ଯାଇଥିଲେ ଏବଂ ବାପାଙ୍କୁ ଆଣିକି ଆସିବା ବାଟରେ ସୁନିଦା ଦେବୀ ନଦୀ ବନ୍ଧରେ ଫେରୁଥିବା ବେଳେ ବଜ୍ରପାତରେ ଦୁହିଁଙ୍କର ମୃତ୍ୟୁ ଘଟିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା