Masthead

ଟ୍ରକକୁ ଧକ୍କା ଦେଲା ବାଇକ, ୨ ମୃତ

ମାଥିଲି (ବଡ଼ ଖବର ବ୍ୟୁରୋ): ୩୨୬ ନମ୍ବର ଜାତୀୟ ରାଜପଥ ପାଙ୍ଗାମ ଠାରେ ଛିଡା ହୋଇଥିବା ଏକ ଟ୍ରକ କୁ ଧକ୍କା ଦେଲା ବାଇକ। ଦୁଇ ବାଇକ ଅରୋହି ମୃତ । ଦୁଇ ମୃତକଙ୍କ ମଧ୍ୟରେ ଜଣେ ଡିଭିଏଫ ଯବାନ ଥିବା ସୂଚନା । ଯବାନ ଙ୍କ ନାମ ସୁନୀଲ କୁମାର ରାଓ ଓ ଅନ୍ୟ ଜଣଙ୍କ ନାମ ରାଜେଶ କୁମାର ଭୂମିଆ ବୋଲି ଜଣା ପଡ଼ିଛି। ଦୁଇ ଜଣଙ୍କ ଘର ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଅଚଂଳରେ । କାମ ସାରି ଘରକୁ ଫେରୁଥିବା ସମୟରେ ଏଭଳି ଘଟଣା ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ