ପ୍ରକାଶ ପାଇଲା ଓଏଏସ ରେଜଲ୍ଟ, ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ୫ ଝିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ ରେଜଲ୍ଟ । ସୁଦେବ କୁମାର ପୃଷ୍ଟି ଓଏଏସ ଟପ୍ପର ହୋଇଛନ୍ତି । ୧୬୪ ମହିଳାଙ୍କ ସମେତ ମୋଟ ୪୩୨ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ, ୪-ବୈଶାଖୀ ଲେଙ୍କା, ୫-ଶ୍ୱେତଲିନା ମାହାନା, ୬- ଅଗ୍ନିଜା ଶିବଦତ୍ତା, ୭- ସନ୍ତୋଷ କୁମାର ପାତ୍ର, ୮- ମୀମାଂସା ସାହୁ, ୯- ବିନ୍ଦୁ ବଳୟ ରାଉତରାୟ । ୧୦ମ ସ୍ଥାନରେ ଅଛନ୍ତି ସୌମ୍ୟରଂଜନ ମହାପାତ୍ର । ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ୫ ଝିଅ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ