Masthead

ଚର୍ଚ୍ଚାରେ କଙ୍ଗନା ରାଣାୱତ ଏବଂ ରାଘବ ଲରେନ୍ସଙ୍କ ଫିଲ୍ମ ‘ଚନ୍ଦ୍ରମୁଖୀ ୨’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଉଥ ଷ୍ଟାର ରାଘବ ଲରେନ୍ସ ନିଜର ଆଗାମୀ ଫିଲ୍ମ ‘ଚନ୍ଦ୍ରମୁଖୀ ୨’ ପାଇଁ ଚର୍ଚ୍ଚାରେ ଅଛନ୍ତି । ପ୍ରଶଂସକମାନେ ଏହି ଫିଲ୍ମ କୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି । ପ୍ରଶଂସକଙ୍କ ଉତ୍ସାହକୁ ଦେଖି ଫିଲ୍ମର ନିର୍ମାତାମାନେ ଫିଲ୍ମ ‘ଚନ୍ଦ୍ରମୁଖୀ ୨’ର ପ୍ରଥମ ଲୁକ ରିଲିଜ କରିଦେଇଛନ୍ତି । ଏହା ସହିତ ଫିଲ୍ମର ରିଲିଜ ତାରିଖ ମଧ୍ୟ ପ୍ରକାଶ ପାଇଛି ।

କଙ୍ଗନା ରାଣାୱତ ଏବଂ ରାଘବ ଲରେନ୍ସଙ୍କ ଅଭିନୀତ ଏହି ଚଳଚ୍ଚିତ୍ରଟି ଗଣେଶ ଚତୁର୍ଥି ଅବସରରେ ବକ୍ସ ଅଫିସରେ ମୁକ୍ତିଲାଭ କରିବ । ଏହାର ଘୋଷଣା ପରଠାରୁ ସିନେମା ପ୍ରେମୀମାନେ ଏହି ଚଳଚ୍ଚିତ୍ର ପାଇଁ ବହୁତ ଉତ୍ସାହିତ ଅଛନ୍ତି । ପି ଭାସୁଙ୍କ ନିଦେ୍ର୍ଦଶିତ ଏହି ଚଳଚ୍ଚିତ୍ରରେ ରାଘବ ଲରେନ୍ସ ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି ଚଳଚ୍ଚିତ୍ରଟି ୨୦୦୫ରେ ରିଲିଜ ହୋଇଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଚନ୍ଦ୍ରମୁଖୀ’ର ପାର୍ଟ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା