Masthead

ମହଙ୍ଗା ପଡିଲା ପୱନ କଲ୍ୟାଣଙ୍କୁ କ୍ଷୀରସ୍ନାନ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାଉଥ ସୁପରଷ୍ଟାର ପୱନ କଲ୍ୟାଣ ତାଙ୍କ ଚଳଚ୍ଚିତ୍ର ‘ବ୍ରୋ’ ପାଇଁ ଆଜିକାଲି ହେଡଲାଇନରେ ଅଛନ୍ତି । ଏହି ଫିଲ୍ମଟି ଜୁଲାଇ ୨୮ରେ ବକ୍ସ ଅଫିସରେ ମୁକ୍ତିଲାଭ କରିଥିଲା । ଏହା ପରେ ତାଙ୍କ ପ୍ରଶଂସକମାନେ ଏହାକୁ ଏକ ପର୍ବ ପରି ପାଳନ କରିଥିଲେ । ସୁପରଷ୍ଟାରଙ୍କ ଫ୍ୟାନ୍ସମାନେ ଏତେ ଉତ୍ସାହିତ ଥିଲେ ଯେ ସେମାନେ ଆନ୍ଧ୍ରପ୍ରଦେଶର ଏକ ଥିଏଟରରେ ନାଚିଥିଲେ ଏବଂ ଅଭିନେତାଙ୍କୁ ପରଦାରେ ଦେଖିବା ପରେ ତାଙ୍କୁ କ୍ଷୀରରେ ଅଭିଷେକ କରାଇଥିଲେ । ଥିଏଟରର ପରଦାକୁ ନଷ୍ଟ କରିବା ଅଭିଯୋଗରେ ବ୍ୟକ୍ତି ଜଣଙ୍କୁ ଗିରଫ କରାଯାଇଛି । ତାଙ୍କର ଭିଡିଓ ଏବଂ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଫିଲ୍ମରେ ପୱନ କଲ୍ୟାଣ ଓ ସାଇ ଧର୍ମ ତେଜ ପ୍ରମୁଖ ଭୂମିକାରେ ଅଭିନୟ କରୁଛନ୍ତି । ଫିଲ୍ମଟି ଦୁଇ ଦିନରେ ୪୭.୧୦ କୋଟି କମେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?