Masthead

କ୍ରେନ ଖସି ୧୬ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରର ଥାନେ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ବ୍ରିଜ୍‌ ନିର୍ମାଣ ସମୟରେ ଗାର୍ଡର ଲଞ୍ଚିଂ ମେସିନ ଖସି ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଆହତ ହୋଇଛନ୍ତି। ସାହାପୁରରେ ହାଇୱେ କାମ ଚାଲିଥିଲାବେଳେ ଖସି ପଡ଼ିଲା ମେସିନ । ମେସିନ ତଳେ ଆଉ କିଛି ଲୋକ ଫସି ରହିଥିବା ସନ୍ଦେହ । ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଏନ୍‌ଡିଆରଏଫ୍‌ ।

ସୂଚନା ଅନୁଯାୟୀ, ଥାନେର ଶାହପୁର ନିକଟରେ ସମୃଦ୍ଧି ଏକ୍ସପ୍ରେସ ରାଜପଥର ତୃତୀୟ ପର୍ଯ୍ୟାୟ ନିର୍ମାଣରେ ଏହି ମେସିନ ବ୍ୟବହାର କରାଯାଉଥିଲା। ଅନେକ ଲୋକ ଏବେବି ପଥର ତଳେ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି। ଏନଡିଆରଏଫର ଦୁଇଟି ଟିମ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସୁରକ୍ଷା ବ୍ୟବସ୍ଥା ଅଭାବରୁ ଏଠାରେ ଶ୍ରମିକମାନେ ପ୍ରାଣ ହରାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି