Masthead

ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି । ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଗଭୀତ ଅବପାତର ରୂପ ନେବ । ଗଭୀର ଅବପାତ ହୋଇ ଉତ୍ତର ପୂର୍ବ ଦିଗକୁ ଗତି କରିବ । ଆଜି ବି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା । ତୁହାକୁ ତୁହା ବର୍ଷା ନେଇ ପାଣିପାଗ ବିଭାଗର ସୂଚନା । ଅପରାହ୍ନ ୨ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସତର୍କତା ଜାରି ହୋଇଛି ।

ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ମଧ୍ୟ ରହିଛି । ଲଘୁଚାପକୁ ନେଇ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ୭୦ ରୁ ୨ଶହ ମିମି ବର୍ଷା ହୋଇପାରେ । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବେଗରେ ପବନ ବହିପାରେ । ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି