୧୯ ଦେଶୀ ବନ୍ଧୁକ ସମର୍ପଣ କଲେ ଲୋକେ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ସମୟରେ ଶିମିଳିପାଳ ରେ ଶିକାରୀଙ୍କ ଦୌରତ୍ମ୍ୟ ବଢ଼ିବାରେ ଲାଗିଛି। ଯେଉଁଥିପାଇଁ ଗତ ଦିନରେ ଦୁଇ ବନ କର୍ମଚାରୀ ଶିକାରୀ ଗୁଳିରେ ପ୍ରାଣ ହରାଇଥିଲେ। ତେଣୁ ଜୁଲାଇ ୨୧ ତାରିଖରେ ପୋଲିସ ଓ ବନ ବିଭାଗ ଦେଶୀ ବନ୍ଧୁକ ସମର୍ପଣ ଅଭିଯାନ ମାଧ୍ୟମରେ ବେଆଇନ ବନ୍ଧୁକ ଯଦି କାହା ପାଖରେ ଥାଏ ତାହାଲେ ତାକୁ ପ୍ରଶାସନକୁ ସମର୍ପଣ କରିବାକୁ ଶିମିଳିପାଳ ପାଦଦେଶରେ ବସବାସ କରୁଥିବା ଲୋକଙ୍କୁ ବୁଝାଇଥିଲେ।

ଅଭିଯାନ ଫଳ ସ୍ୱରୂପ ଜୁଲାଇ ୩୧ ତାରିଖରେ କରଞ୍ଜିଆ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସୂଚନା ମୁତାବକ ଠାକୁରମୁଣ୍ଡା ଅଞ୍ଚଳରୁ ୧୮ ଟି ଓ କରଞ୍ଜିଆ ଅଞ୍ଚଳରୁ ଗୋଟିଏ ବନ୍ଧୁକ ସମର୍ପଣ ହେଇଛି। ଏହି ବନ୍ଧୁକ ସମର୍ପଣ ଆଗାମୀ ଦିନରେ ଶିମିଳିପାଳକୁ ସୁରକ୍ଷା ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ