ଚାଉଳ ବଦଳରେ ଟଙ୍କା ପାଇଲେ ହିତାଧିକାରୀ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ରାସନ୍ ଯୋଗାଣ ରେ ଅନିୟମିତତା ସାଙ୍ଗ କୁ ମନମୁଖୀ ଅଭିଯୋଗ । ଚାଉଳ ବଦଳରେ ଦିଆଗଲା ଟଙ୍କା ତାହା ପୁଣି ବଜାର ଦାମ୍ ଠାରୁ ଢେର୍ କମ୍ । ପୁଣି କାହାଠାରୁ ପାଞ୍ଚ ପାଞ୍ଚ କେଜି ଚାଉଳ କଟା ଯାଇଥିବାର ଅଭିଯୋଗ ।

ଅଭିଯୋଗ ଆଣିଛନ୍ତି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍ ବାଘୁଆ ପଲ୍ଲୀ ପଞ୍ଚାୟତ ପୁରୁଷୋତ୍ତମ ପ୍ରସାଦର ଗ୍ରାମବାସୀ । ଏ ଅଭିଯୋଗ ନେଇ ପହଞ୍ଚିବା ପରେ ପଞ୍ଚାୟତ କର୍ତ୍ତୃପକ୍ଷ ଘଟଣାକୁ ଏଡ଼ାଇ ଦେବା ସହ କ୍ୟାମେରା ସାମ୍ନାରେ କିଛି କହିବାକୁ ମନା କରି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’