Masthead

‘ପୁରୀରେ ଯୁବକଙ୍କ ସ୍ଥାୟୀତ୍ୱ ପାଇଁ ଲଢେଇ ହବ’

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ବହାରିଛି ଯୁବ କଂଗ୍ରେସ ନିର୍ବାଚନ ଫଳ । ନିର୍ବାଚନ ଫଳାଫଳ ଅନୁଯାୟୀ ଗଲା ୨୫ରେ ରାଷ୍ଟ୍ରୀୟ ଯୁବ କଂଗ୍ରେସ ତରଫରୁ ନିର୍ବାଚନ ଫଳାଫଳ ବାହାରିଥିଲା । ଏଥିରେ ଆଲୋକ କୁମାର ଦାଶ ଯୁବ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚିତ ହୋଇଥିବା ବେଳେ ମନୋଜ ମଣ୍ଡଳ ପୁରୀ ବିଧାନ ସଭା ଯୁବ କଂଗ୍ରେସ ସଭାପତି ହୋଇଛନ୍ତି । ସେହି ଭଳି ଅନୀଲ ବେଜ ପୁରୀ ବିଧାନସଭା ଯୁବ କଂଗ୍ରେସ ଉପ ସଭାପତି ହୋଇଥିବା ବେଳେ ପୁରୀ ଜିଲ୍ଲା ଯୁବ କଂଗ୍ରେସ ଉପ-ସଭାପତି ପୂଜା ବେଜ ହୋଇଛନ୍ତି । ଏହି ପରିପେକ୍ଷୀରେ ସମସ୍ତ ନିର୍ବାଚିତ ଯୁବ କଂଗ୍ରେସ କର୍ମୀଙ୍କୁ ସମ୍ବର୍ଦ୍ଧନା ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇଥିଲା ।

ଏହି ଶୋଭାଯାତ୍ରାର ମୁଖ୍ୟ ଉଦେ୍ଦଶ୍ୟ ଥିଲା ଯୁବ କଂଗ୍ରେସ ଶୋଭାଯାତ୍ରା ସହ ଅନେକ ଯୁବକ ଯୋଡ଼ିହେବା ସହ – ଯୁବ କଂଗ୍ରେସକୁ ସୁଦୃଢ କରାଯିବା । କେବଳ ଏତିକି ନୁହେଁ ଯୁବ କଂଗ୍ରେସ ଜିଲ୍ଲା ସଭାପତି ଏହି ଶୋଭାଯାତ୍ରାକୁ ସମ୍ବୋଧନ କରି କହିଛନ୍ତି ପୁରୀରେ ଅନେକ ଯୁବକଙ୍କ ସ୍ଥାୟୀତ୍ୱ ପାଇଁ ଲଢେଇ ହବ । ପୁରୀରେ ଅନେକ ସମସ୍ୟା ରହିଛି । ପୁରୀର ଯୁବକମାନଙ୍କ ପାଇଁ ନିଯୁକ୍ତି ରହିଛି ହେଲେ ସେଇ ସବୁ ଉପରେ ବାହାର ରାଜ୍ୟ ପିଲା ହକ ଜମାଇ ରଖିଛନ୍ତି ।

ପୁରୀ ସହର ପାଇଁ ଆଗାମୀ ଦିନରେ ଲଢେଇ ହବା ଯୁବକମାନଙ୍କ ହକ ଓ ସ୍ଥାୟୀତ୍ୱ ଉପରେ ଲଢେଇ ହେବ । ପୂର୍ବରୁ ସଦାସର୍ବଦା ପୁରୀ ଜନସାଧାରଣଙ୍କ ସମସ୍ୟା ସହ ଆମେ ଯୋଡି ହୋଇ ରହିଛୁ । ଭଲମନ୍ଦ ଦୁଃଖସୁଖରେ ପୁରୀବାସୀଙ୍କ ସହ ଛାତ୍ର କଂଗ୍ରେସ ଓ ଯୁବ କଂଗ୍ରେସ ସଦାସର୍ବଦା ଜନସାଧାରଣଙ୍କ ସହ ରହିଛି । ଆଗାମୀ ଦିନରେ ଆମେ ମଧ୍ୟ ସେଇ ବିଶ୍ୱାସର ସହ ପୁରୀର ଜନସାଧାରଣଙ୍କ ସହ ରହିବୁ ଏବଂ ସେମାନଙ୍କ ହକର ଲଢେଇ ଲଢ଼ିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ